Jeremiah 49:5 — Compare Translations

5 translations compared side by side

Odia - 1840
"କିନ୍ତୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଚତୁର୍ଦ୍ଦିଗରୁ ତୁମ୍ଭମାନଙ୍କ ବିପକ୍ଷ ରେ ଭୟ ଆଣିବା। ତୁମ୍ଭମାନେେ ଏଣତେଣେେ ଧାବିତ ହବେ, ମାତ୍ର ତୁମ୍ଭମାନଙ୍କୁ ଏକତ୍ରୀତ କରିବାକୁ କହେି ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଚତୁର୍ଦ୍ଦିଗରୁ ତୁମ୍ଭମାନଙ୍କ ବିପକ୍ଷରେ ଭୟ ଆଣିବା। ତୁମ୍ଭେମାନେ ଏଣେତେଣେ ଧାବିତ ହେବ, ମାତ୍ର ତୁମ୍ଭମାନଙ୍କୁ ଏକତ୍ରିତ କରିବାକୁ କେହି ନ ଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।”