Jeremiah 49:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଅମ୍ନୋନୀଯ ସନ୍ତାନଗଣ ବନ୍ଦୀ ହାଇେ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସଦାପ୍ରଭୁ କହନ୍ତି, ଏଥି ଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ଵାବସ୍ଥାରୁ ପୁନର୍ବାର ଫେରାଇ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଅମ୍ମୋନୀୟ ସନ୍ତାନଗଣ ବନ୍ଦୀ ହୋଇ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ଫେରାଇ ଆଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”
Odia IRV 2017 (ଓଡିଆ ବାଇବେଲ)
ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”