Jeremiah 49:7 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଦୋମ ବିଷଯ ରେ ଏହି କଥା କହନ୍ତି, ତୈମନ ରେ ଆଉ କ'ଣ ଜ୍ଞାନ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଦୋମର ବିଷୟ । ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୈମନରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମ ବିଷୟରେ ଏକ ବାର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି, “ତୈମନରେ ଆଉ କ’ଣ ଜ୍ଞାନ ନାହିଁ? ଉତ୍ତମ ପରାମର୍ଶ ଦେବାକୁ ଇଦୋମରେ କ’ଣ ଜ୍ଞାନୀ ନାହାନ୍ତି? ସେମାନଙ୍କର ବୁଦ୍ଧି କ’ଣ ଅନ୍ତର୍ହିତ ହୋଇଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?
Odia IRV 2017 (ଓଡିଆ ବାଇବେଲ)
ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?