Jeremiah 49:8 — Compare Translations
5 translations compared side by side
Odia - 1840
"ହେ ଦଦାନ୍ ନିବାସୀଗଣ, ତୁମ୍ଭମାନେେ ପଳାଅ। ମୁଖ ଫରୋଅ, ଗଭୀର ସ୍ଥାନ ରେ ବାସ କର। କାରଣ ଆମ୍ଭେ ଏଷୌରକୁ ତା'ର ଦୁଷ୍କର୍ମ ଲାଗି ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦଦାନ୍ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଦଦାନ୍ ନିବାସୀଗଣ, ତୁମ୍ଭେମାନେ ପଳାଅ। ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର। କାରଣ ଆମ୍ଭେ ଏଷୌରକୁ ତା’ର ଦୁଷ୍କର୍ମ ଲାଗି ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ହେ ଦଦାନ୍ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।