Jeremiah 49:9 — Compare Translations

5 translations compared side by side

Odia - 1840
"ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ଦ୍ରାକ୍ଷାଫଳ ସଂଗ୍ରହ କଲା ବେଳେ କିଛି ଫଳ ଗଛ ରେ ଛାଡ଼ିଥାନ୍ତି। ଯଦି ଚୋରମାନେ ରାତ୍ରି ରେ ଆସନ୍ତି, ତବେେ ସମାନେେ ସମସ୍ତ ନଇେପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯେବେ ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ଦ୍ରାକ୍ଷାଫଳ ସଂଗ୍ରହ କଲାବେଳେ କିଛି ଫଳ ଗଛରେ ଛାଡ଼ିଥା’ନ୍ତି। ଯଦି ଗ୍ଭେରମାନେ ରାତ୍ରିରେ ଆସନ୍ତି, ତେବେ ସେମାନେ ସମସ୍ତ ନେଇପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାଫଳ ସଂଗ୍ରହକାରୀମାନେ ତୁମ୍ଭ ନିକଟକୁ ଆସିଲେ, ସେମାନେ କି ସାଉଣ୍ଟିବା ପାଇଁ କିଛି ଫଳ ଛାଡ଼ିବେ ନାହିଁ? ଯଦି ଚୋରମାନେ ରାତ୍ରିରେ ଆସିବେ, ତେବେ ସେମାନେ ଯଥେଷ୍ଟ ପାଇବା ପର୍ଯ୍ୟନ୍ତ କି କ୍ଷତି କରିବେ ନାହିଁ?