Jeremiah 5:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାବାସୀଙ୍କ ଦୁରାବସ୍ଥା ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଗ୍ଭରିଆଡ଼କୁ ଗ୍ଭହିଁ ବୁଝ। ତହିଁର ଛକସ୍ଥାନ ସବୁ ଖୋଜ। ଯଦି ତୁମ୍ଭେମାନେ ଜଣେ ନ୍ୟାୟପରାୟଣ ଓ ସତ୍ୟାନୁସରଣକାରୀକୁ ପାଇବ, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।