Jeremiah 5:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରାଚୀର ଉପରକୁ ୟାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସଗେୁଡ଼ିକୁ ସମ୍ପୂୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।