Jeremiah 5:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଏହିପରି କର କାରଣ ଇଶ୍ରାୟେଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧ ରେ ଅତ୍ଯନ୍ତ ପ୍ରତାରଣା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।”