Jeremiah 5:13 — Compare Translations

5 translations compared side by side

Odia - 1840
"ଆଉ ଭବିଷ୍ଯଦବକ୍ତାମାନେ ବାଯୁତୁଲ୍ଯ ହବେେ। ସମାନଙ୍କେ ଅନ୍ତର ରେ ପ୍ରଭୁଙ୍କର ବାକ୍ଯ ନାହିଁ। ସମାନଙ୍କେ ପ୍ରତି ଅମଙ୍ଗଳ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବାୟୁତୁଲ୍ୟ ହେବେ। ସେମାନଙ୍କ ଅନ୍ତରରେ ପ୍ରଭୁଙ୍କର ବାକ୍ୟ ନାହିଁ। ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁ ତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ଭବିଷ୍ୟଦ୍‍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପେ କରାଯିବ।