Jeremiah 5:14 — Compare Translations
5 translations compared side by side
Odia - 1840
"ସୁତରାଂ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର ଏହା କହନ୍ତି: ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟି ରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ଯ ହବେ। ଏହି ଦେଶ ପାଠ ସଦୃଶ ଅଗ୍ନି ସମାନଙ୍କେୁ ପୋଡ଼ିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁତରାଂ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର ଏହା କହନ୍ତି: “ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟିରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ୟ ହେବ। ଏହି ଦେଶ କାଠ ସଦୃଶ ଅଗ୍ନି ସେମାନଙ୍କୁ ପୋଡ଼ିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।”