Jeremiah 5:16 — Compare Translations
5 translations compared side by side
Odia - 1840
"ସମାନଙ୍କେର ତୂଣୀର ଖାେଲା କବର ସଦୃଶ, ସମାନେେ ସମସ୍ତେ ବୀର ସୈନିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ତୂଣୀର ଖୋଲା କବର ସଦୃଶ, ସେମାନେ ସମସ୍ତେ ବୀର ସୈନିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେମାନେ ସମସ୍ତେ ବୀରପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ।