Jeremiah 5:17 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭମାନଙ୍କର ସଂଗୃହିତ ଶସ୍ଯ ଓ ରୋଟୀ ଭକ୍ଷଣ କରିବେ। ସମାନେେ ତୁମ୍ଭମାନଙ୍କ ପୁତ୍ରକନ୍ଯା ଗଣଙ୍କୁ ଭକ୍ଷଣ କରିବେ। ସମାନେେ ସମାନଙ୍କେର ମଷେ ଓ ଗାଈ ଗୁଡିକ ଭକ୍ଷଣ କରିବେ। ସମାନେେ ମଧ୍ଯ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡ଼ିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭମାନେେ ଯେଉଁ ସୁଦୃଢ଼ ନଗର ଉପ ରେ ବିଶ୍ବାସ କରିଅଛ, ସମାନେେ ସହେି ସବୁକୁ ଖଡ୍ଗ ରେ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍ଗରେ ନିପାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ଖଡ଼୍ଗରେ ଧ୍ୱଂସ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।