Jeremiah 5:18 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ହେ ଯିହୁଦା ଏପରିକି ଯେତବେେଳେ ସହେି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ବଂସ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, “ହେ ଯିହୁଦା ଏପରିକି ଯେତେବେଳେ ସେହି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ କହନ୍ତି, “ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ।”

Recommended Reading