Jeremiah 5:19 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନେେ ଯେତବେେଳେ ଯିରିମିୟଙ୍କୁ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।' ସେତବେେଳେ ତୁମ୍ଭେ ସମାନଙ୍କେୁ କହିବ, ' ଯେଉଁପ୍ରକା ରେ ତୁମ୍ଭମାନେେ ମାେତେ ପରିତ୍ଯାଗ କରିଛ ଏବଂ ମୂର୍ତ୍ତିଗଣର ସବୋ କରିଅଛ, ସହେିପରି ଭାବରେ ତୁମ୍ଭମାନେେ ବିଦେଶ ରେ ବିଦେଶୀଯମାନଙ୍କର ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଯେତେବେଳେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର କିହେତୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି, ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଯେତେବେଳେ ଯିରିମିୟଙ୍କୁ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁପ୍ରକାରେ ତୁମ୍ଭେମାନେ ମୋତେ ପରିତ୍ୟାଗ କରିଅଛ ଏବଂ ମୂର୍ତ୍ତିଗଣର ସେବା କରିଅଛ, ସେହିପରି ଭାବରେ ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଯେତେବେଳେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,” ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, “ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।”