Jeremiah 5:2 — Compare Translations

5 translations compared side by side

Odia - 1840
"ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ, ‘ଜୀବତ୍ ସଦାପ୍ରଭୁ’ କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।