Jeremiah 5:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ତୁମ୍ଭମାନେେ ଯାକୁବ ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧିଅରେ ପ୍ରଚାର କରି କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଗ୍ଭର କରି କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯାକୁବ ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,