Jeremiah 5:21 — Compare Translations
5 translations compared side by side
Odia - 1840
"' ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭମାନେେ ଚକ୍ଷୁ ଥାଉଁ ଥାଉଁ ଦେଖୁନାହଁ, କର୍ଣ୍ଣ ଥାଉଁ ଥାଉଁ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭମାନେେ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭେମାନେ ଚକ୍ଷୁ ଥାଉ ଥାଉ ଦେଖୁ ନାହଁ, କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭେମାନେ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Odia IRV 2017 (ଓଡିଆ ବାଇବେଲ)
ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;