Jeremiah 5:23 — Compare Translations

5 translations compared side by side

Odia - 1840
"ମାତ୍ର ଯିହୁଦାର ଲୋକମାନେ ଅବାଧ୍ଯ ଓ ପ୍ରତିକୁଳାଚାରୀ। ସମାନେେ ସର୍ବଦା ଆମ୍ଭ ବିରୁଦ୍ଧ ରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିହୁଦାର ଲୋକମାନେ ଅବାଧ୍ୟ ଓ ପ୍ରତିକୂଳାଗ୍ଭରୀ। ସେମାନେ ସର୍ବଦା ଆମ୍ଭ ବିରୁଦ୍ଧରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।