Jeremiah 5:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅମଙ୍ଗଳ ଘଟାଇଅଛି। ତୁମ୍ଭମାନଙ୍କର ପାପ ସଦାପ୍ରଭୁଙ୍କ ମଙ୍ଗଳ ପଦାର୍ଥ ଉପଭୋଗରୁ ତୁମ୍ଭମାନଙ୍କୁ ନିବୃତ୍ତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅମଙ୍ଗଳ ଘଟାଇଅଛି। ତୁମ୍ଭମାନଙ୍କର ପାପ ସଦାପ୍ରଭୁଙ୍କ ମଙ୍ଗଳ ପଦାର୍ଥ ଉପଭୋଗରୁ ତୁମ୍ଭମାନଙ୍କୁ ନିବୃତ୍ତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।