Jeremiah 5:26 — Compare Translations
5 translations compared side by side
Odia - 1840
"କାରଣ ଆମ୍ଭେ ଲୋକମାନଙ୍କ ମଧିଅରେ କେତକେ ଦୁଷ୍ଟ ଲୋକ ଅଛନ୍ତି। ସମାନେେ ବ୍ଯାଧ ତୁଲ୍ଯ ଫାଶ ବସାନ୍ତି ଓ ଲୋକମାନଙ୍କୁ ସହେି ଫାନ୍ଦ ରେ ପକାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଆମ୍ଭେ ଲୋକମାନଙ୍କ ମଧ୍ୟରେ କେତେକ ଦୁଷ୍ଟ ଲୋକ ଅଛନ୍ତି। ସେମାନେ ବ୍ୟାଧ ତୁଲ୍ୟ ଫାଶ ବସାନ୍ତି ଓ ଲୋକମାନଙ୍କୁ ସେହି ଫାନ୍ଦରେ ପକାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।