Jeremiah 5:27 — Compare Translations
5 translations compared side by side
Odia - 1840
"ଯେପରି ପିଞ୍ଜରା ପକ୍ଷୀ ରେ ପରିପୂର୍ଣ୍ଣ ସହେିପରି ସମାନଙ୍କେ ଗୃହ ଛଳନା ରେ ପୂର୍ଣ୍ଣ। ଏହି ମିଥ୍ଯା ଯୋଗୁଁ ସମାନେେ ଉନ୍ନତ ଓ ଧନବନ୍ତ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପିଞ୍ଜରା ପକ୍ଷୀରେ ପରିପୂର୍ଣ୍ଣ ସେହିପରି ସେମାନଙ୍କ ଗୃହ ଛଳନାରେ ପୂର୍ଣ୍ଣ। ଏହି ମିଥ୍ୟା ଯୋଗୁଁ ସେମାନେ ଉନ୍ନତ ଓ ଧନବନ୍ତ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।