Jeremiah 5:28 — Compare Translations
5 translations compared side by side
Odia - 1840
"ସମାନେେ ଅଧିକରୁ ଅଧିକ ମାଟୋ ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ୟାଆନ୍ତି। ସମାନେେ ଅନାଥମାନଙ୍କର ମକଦ୍ଦମା ରେ ନ୍ଯାଯୋଚିତ ବିଚାର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରିପାରନ୍ତି। ସମାନେେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅଧିକରୁ ଅଧିକ ମୋଟା ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ଯାଆନ୍ତି। ସେମାନେ ଅନାଥମାନଙ୍କର ମକଦ୍ଦମାରେ ନ୍ୟାୟୋଚିତ ବିଗ୍ଭର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରି ପାରନ୍ତି। ସେମାନେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।”