Jeremiah 5:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି⇧ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।