Jeremiah 5:30 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ଏକ ଭୟଙ୍କର ଓ ମର୍ମନ୍ତୁଦ ଘଟଣା ଦେଶ ମଧିଅରେ ଘଟିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ଏକ ଭୟଙ୍କର ଓ ମର୍ମନ୍ତୁକ ଘଟଣା ଦେଶ ମଧ୍ୟରେ ଘଟିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
Odia IRV 2017 (ଓଡିଆ ବାଇବେଲ)
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;