Jeremiah 5:31 — Compare Translations

5 translations compared side by side

Odia - 1840
"ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌ଦ୍‌ବକ୍ତାମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?
Odia IRV 2017 (ଓଡିଆ ବାଇବେଲ)
ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?