Jeremiah 5:4 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ନିଜକୁ କହିଲି, ନିଶ୍ଚଯ ସମାନେେ ଦରିଦ୍ର, ଏବଂ ନିର୍ ବୋଧ, କାରଣ ସମାନେେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ନିଜକୁ କହିଲି, “ନିଶ୍ଚୟ ସେମାନେ ଦରିଦ୍ର, ଏବଂ ନିର୍ବୋଧ, କାରଣ ସେମାନେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ କହିଲି, “ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କର ଶାସନ ଜାଣନ୍ତି ନାହିଁ;”