Jeremiah 5:6 — Compare Translations

5 translations compared side by side

Odia - 1840
"ସମାନେେ ପରମେଶ୍ବରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସମାନଙ୍କେୁ ବଧ କରିବ ଓ ସନ୍ଧ୍ଯା କାଳୀନ ଗଧିଆ ସମାନଙ୍କେୁ ବିନାଶ କରିବ। ଚିତାବାଘ ସମାନଙ୍କେ ନଗର ସମୂହ ନିକଟରେ ଛକି ରହିବ। ଯେଉଁଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସମାନେେ ବହୁ ଅପରାଧ କରିଛନ୍ତି ଓ ସମାନେେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟା କାଳୀନ ଗଧିଆସେମାନଙ୍କୁ ବିନାଶ କରିବ। ଚିତାବାଘ ସେମାନଙ୍କ ନଗର ସମୂହ ନିକଟରେ ଛକି ରହିବ। ଯେଉଁ ଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସେମାନେ ବହୁ ଅପରାଧ କରିଛନ୍ତି ଓ ସେମାନେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
Odia IRV 2017 (ଓଡିଆ ବାଇବେଲ)