Jeremiah 5:8 — Compare Translations
5 translations compared side by side
Odia - 1840
"ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ଵ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରତ୍ୟେକ ତା’ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।