Jeremiah 5:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭେ କ'ଣ ଏହିସବୁର ପ୍ରତିଫଳ ଦବୋ ନାହିଁ? ଆମ୍ଭେ କ'ଣ ଏ ପ୍ରକାର ଲୋକମାନଙ୍କ ପ୍ରତି ଦଣ୍ଡ ବିଧାନ କରି ପ୍ରତିଶାଧେ ନବୋ ନାହିଁ? ହଁ, ଏହା ନିଶ୍ଚିତ ଯେ, ଏ ପ୍ରକାର ଲୋକ ଦଣ୍ଡ ପାଇବା ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭେ କ’ଣ ଏ ପ୍ରକାର ଲୋକମାନଙ୍କ ପ୍ରତି ଦଣ୍ଡ ବିଧାନ କରି ପ୍ରତିଶୋଧ ନେବା ନାହିଁ? ହଁ, ଏହା ନିଶ୍ଚିତ ଯେ, ଏ ପ୍ରକାର ଲୋକ ଦଣ୍ଡ ପାଇବା ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”