Jeremiah 50:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯିରିମିୟ ଭବିଷ୍ଯଦବକ୍ତାଙ୍କ ମାଧ୍ଯମ ରେ ବାବିଲ ବିଷଯ ରେ ଓ କଲଦୀଯମାନଙ୍କ ବିଷଯ ରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ବିଷୟରେ ଏକ ବାର୍ତ୍ତା ସଦାପ୍ରଭୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ ବାବିଲ ବିଷୟରେ ଓ କ‌‌ଲ୍‌‌ଦୀୟମାନଙ୍କ ବିଷୟରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।