Jeremiah 50:10 — Compare Translations

5 translations compared side by side

Odia - 1840
"ସମାନେେ କଲଦୀଯମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସମାନେେ ନିଜର ସନ୍ତାଷେ ଅନୁସାରେ ଲୁଣ୍ଠନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କଲ୍ଦୀୟା ଲୁଟଦ୍ରବ୍ୟ ହେବ; ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ‌‌ଲ୍‌‌ଦୀୟମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସେମାନେ ନିଜର ସନ୍ତୋଷ ଅନୁସାରେ ଲୁଣ୍ଠନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ, ସଦାପ୍ରଭୁ କହନ୍ତି, ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ,” ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ।