Jeremiah 50:11 — Compare Translations
5 translations compared side by side
Odia - 1840
" ହେ ବାବିଲ, ତୁମ୍ଭେ ମାରେ ସମ୍ପତ୍ତିର ଲୁଣ୍ଠନ କରିଛ। ତୁମ୍ଭମାନେେ ଆନନ୍ତ ଓ ଉଲ୍ଲାସ କରୁଅଛ। ତୁମ୍ଭମାନେେ ଶସ୍ଯ ମର୍ଦ୍ଦନକାରୀ ବଳଦ ସଦୃଶ କୁଦା ମାରୁଛ ଓ ବଳବାନ୍ ଅଶ୍ବପରି ହେସ୍ରାରବ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଅଧିକାର ଅପହାରକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ଵ ପରି ନାସାଶଦ୍ଦ କରୁଅଛ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ବାବିଲ, ତୁମ୍ଭେ ମୋର ସମ୍ପତ୍ତିର ଲୁଣ୍ଠନ କରିଛ। ତୁମ୍ଭେମାନେ ଆନନ୍ତ ଓ ଉଲ୍ଲାସ କରୁଅଛ। ତୁମ୍ଭେମାନେ ଶସ୍ୟ ମର୍ଦ୍ଦନକାରୀ ବଳଦ ସଦୃଶ କୁଦା ମାରୁଛ ଓ ବଳବାନ୍ ଅଶ୍ୱପରି ହେସ୍ରାରାବ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;
Odia IRV 2017 (ଓଡିଆ ବାଇବେଲ)
“ହେ ଆମ୍ଭର ଅଧିକାର ଅପହରଣକାରୀମାନେ, ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ;