Jeremiah 50:12 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶଯ ଲଜ୍ଜିତା ହବେ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହବେେ। ବାବିଲ ଗୋଷ୍ଠୀଗଣ ମଧିଅରେ ନ୍ଯୁନ ହବେ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହେବେ। ବାବିଲ ଗୋଷ୍ଠୀଗଣ ମଧ୍ୟରେ ନ୍ୟୁନ ହେବ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍ ହେବ, ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ।
Odia IRV 2017 (ଓଡିଆ ବାଇବେଲ)