Jeremiah 50:14 — Compare Translations

5 translations compared side by side

Odia - 1840
" ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭମାନେେ ବାବିଲ ବିରୁଦ୍ଧ ରେ ଆପଣା ସୈନ୍ଯ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷପେ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭେମାନେ ବାବିଲ ବିରୁଦ୍ଧରେ ଆପଣା ସୈନ୍ୟ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷେପ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।