Jeremiah 50:15 — Compare Translations

5 translations compared side by side

Odia - 1840
"ବାବିଲର ଚତୁର୍ଦ୍ଦିଗ ରେ ବିଜଯର ସିଂହନାଦ କର, ସେ ନିଜକୁ ସମର୍ପଣ କରିଅଛି। ତାହାର ସମସ୍ତ ଗଡ଼ ପତିତ ହାଇେଅଛି ଓ ପ୍ରାଚୀରସବୁ ଉତ୍ପାଟିତ ହାଇେଅଛି। କାରଣ ଏହା ସଦାପ୍ରଭୁଙ୍କ ଦ୍ବାରା ଦଯେ ପ୍ରତିଶାଧେ। ତାହାଠାରୁ ପ୍ରତି ଶାଧେ ନିଅ। ସେ ଯେପରି କରିଅଛି, ତାହା ପ୍ରତି ସହେିପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧଦ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ଚତୁର୍ଦ୍ଦିଗରେ ବିଜୟର ସିଂହନାଦ କର, ସେ ନିଜକୁ ସମର୍ପଣ କରିଅଛି। ତାହାର ସମସ୍ତ ଗଡ଼ ପତିତ ହୋଇଅଛି ଓ ପ୍ରାଚୀରସବୁ ଉତ୍ପାଟିତ ହୋଇଅଛି। କାରଣ ଏହା ସଦାପ୍ରଭୁଙ୍କ ଦ୍ୱାରା ଦେୟ ପ୍ରତିଶୋଧ। ତାହାଠାରୁ ପ୍ରତିଶୋଧ ନିଅ। ସେ ଯେପରି କରିଅଛି, ତାହା ପ୍ରତି ସେହିପରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।
Odia IRV 2017 (ଓଡିଆ ବାଇବେଲ)