Jeremiah 50:16 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବାବିଲର ବୀଜବପନକାରୀଙ୍କୁ ଓ ଶସ୍ଯ ସଂଗ୍ରହକାରୀଙ୍କୁ ବିନାଶ କର। ବାବିଲକୁ ଆସିଥିବା ବନ୍ଦୀମାନେ ନିଜ ନିଜ ଲୋକଙ୍କ ନିକଟକୁ ଫରେିଯିବେ। ସମାନେେ ନିଜ ନିଜ ଦେଶକୁ ପଳାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦାʼ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ଼୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବାବିଲର ବୀଜବପନକାରୀଙ୍କୁ ଓ ଶସ୍ୟ ସଂଗ୍ରହକାରୀଙ୍କୁ ବିନାଶ କର। ବାବିଲକୁ ଆସିଥିବା ବନ୍ଦୀମାନେ ନିଜ ନିଜ ଲୋକଙ୍କ ନିକଟକୁ ଫେରିଯିବେ। ସେମାନେ ନିଜ ନିଜ ଦେଶକୁ ପଳାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରିଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାବିଲରୁ ବୀଜବାପକକୁ ଓ ଶସ୍ୟ ସଂଗ୍ରହ ସମୟରେ ଦା’ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ।