Jeremiah 50:17 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ଵରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଛିନ୍ନଭିନ୍ନ ହୋଇଥିବା ମେଷ ସ୍ୱରୂପ ସେ ସିଂହମାନଙ୍କ ଦ୍ୱାରା ବିତାଡ଼ିତ ହୋଇଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶେଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।