Jeremiah 50:18 — Compare Translations

5 translations compared side by side

Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦଇେଥିଲୁ, ସହେିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ତ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦେଇଥିଲୁ, ସେହିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।