Jeremiah 50:19 — Compare Translations
5 translations compared side by side
Odia - 1840
"ଆମ୍ଭେ ଇଶ୍ରାୟେଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପ ରେ ଚରିବ। ଆଉ ସେ ଇଫ୍ରଯିମର ଓ ଗିଲିଯଦର ପର୍ବତମାନଙ୍କ ଉପ ରେ ଭୋଜନ କରି ପରିତୃପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତା’ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପରେ ଚରିବ। ଆଉ ସେ ଇଫ୍ରୟିମର ଓ ଗିଲିୟଦର ପର୍ବତମାନଙ୍କ ଉପରେ ଭୋଜନ କରି ପରିତୃପ୍ତ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।”