Jeremiah 50:2 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଗୋଷ୍ଠୀଗଣ ମଧିଅରେ ପ୍ରକାଶ କରି ପ୍ରଚାର କର। ଧ୍ବଜା ଉଠାଇ ପ୍ରଚାର କର ଓ ଗୋପନ ନ ରଖି କୁହ, 'ବାବିଲ ହସ୍ତଗତ ହେଲା, ବଲେ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦବେତା ସକଳ ବିସ୍ମିତ ହେଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଗ୍ଭର କର। ଧ୍ୱଜା ଉଠାଇ ପ୍ରଗ୍ଭର କର ଓ ଗୋପନ ନ ରଖି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’