Jeremiah 50:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ଵେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ଵେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ, ମାତ୍ର କିଛି ମିଳିବ ନାହିଁ; ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ସେମାନେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।”