Jeremiah 50:21 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥଯିମ୍ ଓ ପପୋଦ ନିବାସୀମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କର। ସମାନଙ୍କେ ପେଛ ପେଛ ୟାଇ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ନିଃଶଷେ କର। ଆମ୍ଭର ଆଜ୍ଞାକୁ କହିବାନୁସା ରେ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ଵିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ ଓ ପକୋଦ ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କର। ସେମାନଙ୍କ ପଛେ ପଛେ ଯାଇ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ନିଃଶେଷ କର। ଆମ୍ଭର ଆଜ୍ଞାକୁ କହିବାନୁସାରେ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭେ ମରାଥୟିମ୍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; ସେମାନଙ୍କର ପଶ୍ଚାତ୍ ପଶ୍ଚାତ୍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।”