Jeremiah 50:25 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କୋର୍ଧରୂପ ଅସ୍ତ୍ରସବୁ ବାହାର କରି ଆଣିଛନ୍ତି। କାରଣ ସୈନ୍ଯାଧିପତି ସଦାପ୍ରଭୁଙ୍କର କଲଦୀଯମାନଙ୍କ ଦେଶ ରେ ସମାନଙ୍କେ ପାଇଁ କିଛି କରିବାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଛନ୍ତି। କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର କଲ୍ଦୀୟମାନଙ୍କ ଦେଶରେ ସେମାନଙ୍କ ପାଇଁ କିଛି କରିବାର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।