Jeremiah 50:26 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧ ରେ ଆସ। ତାହାର ଭଣ୍ଡାରସବୁ ଖାଲିଦେିଅ। ତାହାକୁ ସମ୍ପୂର୍ଣ୍ଣରୂପେ ବିନାଶ କରି ରାଶିପରି ଢ଼ିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରା; ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ତାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧରେ ଆସ। ତାହାର ଭଣ୍ଡାରସବୁ ଖୋଲିଦିଅ। ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶିପରି ଢିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।