Jeremiah 50:27 — Compare Translations

5 translations compared side by side

Odia - 1840
"ତାହାର ବୃଷଭ ସବୁକୁ ବଧ କର। ସେସବୁ ବଧ ସ୍ଥାନକୁ ୟାଆନ୍ତୁ। ସମାନେେ ସନ୍ତାପର ପାତ୍ର, କାରଣ ସମାନଙ୍କେର ଦିନ ଓ ପ୍ରତିଫଳର ସମୟ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ବୃଷଭ ସବୁକୁ ବଧ କର। ସେସବୁ ବଧ ସ୍ଥାନକୁ ଯାଆନ୍ତୁ। ସେମାନେ ସନ୍ତାପର ପାତ୍ର, କାରଣ ସେମାନଙ୍କର ଦିନ ଓ ପ୍ରତିଫଳର ସମୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।