Jeremiah 50:28 — Compare Translations

5 translations compared side by side

Odia - 1840
"ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସ୍ଯୋନକୁ ଚାଲି ଯାଉଥିଲେ, ସମାନେେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କର ପ୍ରତି ଶାଧେ ନବୋର ସମୟ ଆସିୟାଇଛି। କଲଦୀଯମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ବଂସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସିୟୋନକୁ ଗ୍ଭଲି ଯାଉଥିଲେ, ସେମାନେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର ସମୟ ଆସିଯାଇଛି। କ‌‌ଲ୍‌‌ଦୀୟମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ୱଂସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।