Jeremiah 50:3 — Compare Translations

5 translations compared side by side

Odia - 1840
"କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧ ରେ ଆସିବେ। ସମାନେେ ତାକୁ ଧ୍ବଂସ କରିବେ। ତାହା ମଧିଅରେ କହେି ବାସ କରିବେ ନାହିଁ, ମନୁଷ୍ଯ ଓ ପଶୁ ସଠାରୁେ ପଳାଯନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ଵଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧରେ ଆସିବେ। ସେମାନେ ତାକୁ ଧ୍ୱଂସ କରିବେ। ତାହା ମଧ୍ୟରେ କେହି ବାସ କରିବେ ନାହିଁ, ମନୁଷ୍ୟ ଓ ପଶୁ ସେଠାରୁ ପଳାୟନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।”