Jeremiah 50:30 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ କହନ୍ତି, ସହେିଦିନ ତା'ର ୟୁବକଗଣ ଛକରେ ମୃତ ହାଇେ ପତିତ ହବେେ ଓ ତା'ର ଯୋଦ୍ଧାମାନେ ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ତରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ କହନ୍ତି, “ସେହି ଦିନ ତା’ର ଯୁବକଗଣ ଛକରେ ମୃତ ହୋଇ ପତିତ ହେବେ ଓ ତା’ର ଯୋଦ୍ଧାମାନେ ମୃତ୍ୟୁବରଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ କହନ୍ତି, ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, “ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।”