Jeremiah 50:31 — Compare Translations
5 translations compared side by side
Odia - 1840
" ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷ ରେ ଅଛୁ। ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେ ହତେୁ ତୁମ୍ଭ ବିରୁଦ୍ଧ ରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷରେ ଅଛୁ।” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେହେତୁ ତୁମ୍ଭ ବିରୁଦ୍ଧରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।