Jeremiah 50:32 — Compare Translations

5 translations compared side by side

Odia - 1840
"ଅହଙ୍କାରୀ ଜଣକ ଝୁଣ୍ଟି ପଡ଼ିବ ଓ କହେି ତାକୁ ଉଠାଇବେ ନାହିଁ। ପୁଣି ଆମ୍ଭେ ତା'ର ନଗର ରେ ଅଗ୍ନି ଲଗାଇବା ଓ ସେ ତା'ର ଚତୁର୍ଦ୍ଦିଗ ରେ ସମସ୍ତଙ୍କୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅହଙ୍କାରୀ ଜଣକ ଝୁଣ୍ଟି ପଡ଼ିବ ଓ କେହି ତାକୁ ଉଠାଇବେ ନାହିଁ। ପୁଣି ଆମ୍ଭେ ତା’ର ନଗରରେ ଅଗ୍ନି ଲଗାଇବା ଓ ସେ ତା’ର ଚତୁର୍ଦ୍ଦିଗରେ ସମସ୍ତଙ୍କୁ ଗ୍ରାସ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”